ଭୁବନ ଉଚ୍ଚ ବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ମହୋତ୍ସବ ଉଦଯାପିତ

ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ପୁରାତନ ଛାତ୍ର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉଦଯାପନୀ ଉତ୍ସବ ପରେ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଓ ସାଥୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୀରାବାଇ କଳା ବିକାଶ କେନ୍ଦ୍ର ତରଫରୁ ଓଡ଼ିଶୀ ନୃତ୍ୟ,ଗୀତିନାଟ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
Related Content
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର
by
Proprietor Abhimanyu Maharana
July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା
by
Proprietor Abhimanyu Maharana
July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା
by
Proprietor Abhimanyu Maharana
July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ
by
Proprietor Abhimanyu Maharana
July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ
by
Proprietor Abhimanyu Maharana
July 23, 2026