ଓଡ଼ିଶାରେ ୩,୭୭,୮୯୩ ଟି ନମୁନା ପରୀକ୍ଷା କରାଯାଇଛି,୧୬,୭୦୧ ଜଣ ପଜିଟିଭ୍‌ ଚିହ୍ନଟ,୧୧,୯୩୭ ଜଣ ସଂପୂର୍ଣ୍ଣ ସୁସ୍ଥ,୮୬ ଜଣ ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୧୯ ଜୁଲାଇ ୨୦୨୦ ରବିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୭୭,୮୯୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୬,୭୦୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୧,୯୩୭ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୬୦୭) ୮୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୬୫୨ ରହିଛି । ୫,୨୫୯ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version