
୮ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )କଟକ :- କଟକ ମହାନଗର ନିଗମ ୫୯ ନମ୍ବର ୱ।ର୍ଡ଼ର ଫୂଲନଖରା ସ୍ଥିତ ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୋମବାର ସକାଳେ , ନୂତନ ଓଡିଶା ଯୁବ ଓଡିଶା ନବୀନ ଓଡିଶା ପକ୍ଷରୁ କ୍ରୀଡ଼ା ଉତ୍ସବ ଆରମ୍ଭ ହୋଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଯଶୋଧାରା ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ରୀଡ଼ା ଉତ୍ସବକୁ ବିଶିଷ୍ଟ କ୍ରୀଡ଼ାବିତ୍ ତଥା ଲକ୍ଷେଶ୍ୱର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର

