
୯ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଯୋଡା/ଚମ୍ପୁଆ :-> ଯୋଡା ଏବଂ ଚମ୍ପୁଆ ବ୍ଲକ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥର ଶୁଭାରମ୍ଭ କଲେ ସ୍ଥାନୀୟ ବିଧାୟିକା ଶ୍ରୀମତୀ ମିନାକ୍ଷୀ ମହାନ୍ତ ।

