
୧୨ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଦଶପଲ୍ଲାର ଅଗ୍ରଣୀ କ୍ରୀଡା ଅନୁଷ୍ଠାନ , ସ୍ପୋର୍ଟିଭ ସ୍ପୋର୍ଟ୍ସ ସୋସାଇଟି ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ମୈଦାନରେ ସର୍ବଭାରତୀୟ ଦଶପଲ୍ଲା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ତୃତୀୟ ଦିନ ଲିଗ ପ୍ରତିଯୋଗିତାରେ ଆଜି ମା କାମାକ୍ଷା ସ୍ପୋର୍ଟ୍ସ କ୍ଲବ,

