ଓଡ଼ିଶାରେ ୪,୧୦,୯୨୧ଟି ନମୁନା ପରୀକ୍ଷା କରାଯାଇଛି,୧୯,୮୩୫ ଜଣ ପଜିଟିଭ୍‌ ,୧୩,୭୫୦ ଜଣ ସୁସ୍ଥ ,୧୦୮ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ୨୦୨୦ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୧୦,୯୨୧ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୯,୮୩୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୩,୭୫୦ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୪୪୦) ୧୦୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫,୯୪୬ ରହିଛି । ୬,୩୮୬ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version