Home ଓଡ଼ିଶା ବିଦ୍ୟାଳୟ ରେ ସ୍ରୃଜନଶୀଳ କାର୍ଯ୍ୟକ୍ରମ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୦ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :- ଚିଲିକା ବ୍ଲକ୍ ଅନ୍ତର୍ଗତ ଵିରିବାଡି ସ୍ଥିତ ଶ୍ରୀ ଲୋକନାଥ ଦେବ ମାନସିଂହ ବିଦ୍ୟାପୀଠ ପରିସରରେ ଆଜି ଵିଦ୍ୟାଳୟ ସ୍ତରୀୟ ସ୍ରୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାହିତ୍ୟ ସ୍ରୃଜନୀ କୈ।ଶଳ, କ୍ରୀଡା, ଜିଜ୍ଞାସା ଆଦି ବିଭିନ୍ନ ସ୍ରୃଜନାତ୍ମକ କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ମାନେ ସେମାନଙ୍କ ର ସ୍ରୃଜନଶୀଳତା ପ୍ରଦର୍ଶନ କରିଥିଲେ। ପ୍ରାରମ୍ଭରେ କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ଉଦ୍ଘାଟନ କରିଥିଲେ। ଏହାପରେ ପ୍ରଧାନ ଶିକ୍ଷକ କୁନା ମହତ୍ତ୍ଵ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ସଭା ରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଖୋର୍ଦ୍ଧା ବନଖଣ୍ଡ ଅଧିକାରୀ ଦିଲ୍ଲୀପ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ସମାଜସେବୀ ଧନେଶ୍ଵର ଵାଵୁ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଆରକ୍ଷୀ ଅଧିକାରୀ ବସନ୍ତ କୁମାର ହରିଚନ୍ଦନ, ସାମ୍ବାଦିକ ସଂଗ୍ରାମ ରଣା,ସୁଧୀର ବେହେରା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଏହି କାର୍ଯ୍ୟକ୍ରମ ର ତାତ୍ପର୍ଯ୍ୟ ସମ୍ପର୍କରେ ଉଦ୍ଵ ବୋଧନ ଦେଇଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରା ଯାଇଥିଲା। ଏହି ଅବସରରେ କ୍ରୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସର୍ବଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ସହକାରୀ ଶିକ୍ଷକ ଶିକ୍ଷକା ସହଯୋଗ କରିଥିବା ବେଳେ ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ମାନଙ୍କ ଅଭିଭାବକ ଯୋଗଦେଇ ସେମାନଙ୍କ ର ସୁଚିନ୍ତିତ ମତାମତହ ପ୍ରଦାନ କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026