
୨୫ ଜାନୁଆରୀ ୨୦୨୪( ଓଡିଶା ତାଜା ନ୍ୟୁଜ) ଢେଙ୍କାନାଳ :- ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସଦଭାବନା ସମ୍ମିଳନୀ କକ୍ଷରେ ଜାତୀୟ ମତଦାତା ଦିବସ ପାଳିତ ହୋଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ମନୋରଞ୍ଜନ ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରି ସମସ୍ତ ନାଗରିକ ମତଦାନ ପ୍ରକ୍ରିୟାରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । କୌଣସି ପ୍ରଲୋଭନ, ଗୋଷ୍ଠୀବାଦ ଆଦିରେ ପ୍ରଭାବିତ ନହୋଇ ଭୋଟ୍ ଦେବା ଉଚ୍ଚିତ ବୋଲି କହିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ, ଜିଲ୍ଲା ବନଖଣ୍ଡ ଶ୍ରୀ ସୁମିତ କର, ସଦର ଉପଜିଲ୍ଲାପାଳ ଶ୍ରୀ ସପନ କୁମାର ନନ୍ଦ ଯୋଗଦେଇଥିଲେ । ସଭାରେ ଉପସ୍ଥିତ ଥିବା ବିଭିନ୍ନ ବିଭାଗର ଅଧିକାରୀ, ସ୍କୁଲ,

