ଓଡ଼ିଶାରେ ୪,୨୧,୯୩୧ଟି ନମୁନା ପରୀକ୍ଷା କରାଯାଇଛି,୨୧,୦୯୯ ଜଣ ପଜିଟିଭ୍‌ ଚିହ୍ନଟ,୧୪,୩୯୨ ଜଣ ସୁସ୍ଥ ,୧୦୮ ଜଣ ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୨୧,୯୩୧ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୧,୦୯୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୪,୩୯୨ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୬୪୩) ୧୦୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬,୬୬୧ ରହିଛି । ୭,୨୦୪ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version