Home ଓଡ଼ିଶା ଉତ୍କଳ ହସ୍ପିଟାଲ ପକ୍ଷରୁ ବିଶ୍ଵ କ୍ୟାନ୍ସର ଦିବସ ପାଳିତ । by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୫ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଭୁବନେଶ୍ବର :- ପୂର୍ବ ଭାରତରେ ସେବା ବୃହତ କ୍ଯାନ୍ସର ସେଣ୍ଟର ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ, ରାଜ୍ୟର ପ୍ରମୁଖ ସୁପର ମଲ୍ଟି ସ୍ପେସାଲିଷ୍ଟ ଉତ୍କଳ ହସ୍ପିଟାଲରେ ବିଶ୍ଵ କ୍ଯାନ୍ସର ଦିବସ ଅବ୍ୟବହିତ ପୂର୍ବରୁ ଆଜି କ୍ଯାନ୍ସର ରୋଗର କାରଣ, ନିଦାନ ଓ ନିରାକରଣ ଉପରେ ଏକ ଆଲୋଚନା ଚକ୍ର ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ କ୍ଯାନ୍ସର ବିଶେଷଜ୍ଞ ମାନେ ଯୋଗ ଦେଇ ଜନସାଧାରଣଙ୍କୁ ସାଂପ୍ରତିକ ସ୍ଥିତିରେ କର୍କଟ ରୋଗର ମୁକାବିଲା ଏକ ଆହ୍ଵାନ ସାଜିଥିବା ବେଳେ ସମୟ ପୂର୍ବରୁ ଏହାର ଚିହ୍ନଟ ତଥା ଚିକିତ୍ସା ପଦ୍ଧତି ଉପରେ ବିଶେଷ ଆଲୋଚନା କରଯାଇଥିଲା। ନିର୍ଦ୍ଦେଶକ ମେଡିକାଲ ସାଇନ୍ସ ଡ. ରଞ୍ଜନ କୁମାର ମହାପାତ୍ର, ନିର୍ଦ୍ଦେଶକ ରେଡିଏସନ ଅଙ୍କୋଲୋଜି ଡ. ସଞ୍ଜୀବ କୁମାର ମିଶ୍ର, ଡ. ଚିନ୍ମୟ ପାଣି, ରଞ୍ଜନ ମହାନ୍ତି, ଡ. ଦିଲ୍ଲୀପ କର, ଡ. ସୁଶାନ୍ତ ପାଇକରାୟ, ଡ. ବ୍ରହ୍ମାନନ୍ଦ ସତପଥି, ଡ. ସେଖ ଅଲ୍ଲୀ, ଡ. ଅରୟାବନି ଦତ୍ତ, ଓଲିଉଡ ସୁପରଷ୍ଟାର ସିଦ୍ଧାର୍ଥ ମହାପାତ୍ର ଏବଂ କ୍ଯାନ୍ସର ସରଭାଇଭର ସତ୍ବତି ମିଶ୍ର ଏବଂ ଅନେକ ଖ୍ୟାତନାମା ଡକ୍ଟର ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଡ଼ିଏମଇଟି ପ୍ର. ଡ. ସଚିଦାନନ୍ଦ ମହାନ୍ତି ତାଙ୍କର ବକ୍ତବ୍ୟ ରଖିଥିଲେ। Categories: ଓଡ଼ିଶା, କଳାହାଣ୍ଡି, ଦେଶ, ହୋମ୍ Related Content ପାରଳାଖେମୁଣ୍ଡି ପୋଲିସର ନାଇଟ ପେଟ୍ରୋଲିଂ ବେଳେ ଧରା ପଡିଲେ ୧୦ ଜଣ ମଦ୍ୟପ by Proprietor Abhimanyu Maharana June 16, 2026 ପାରଳାଖେମୁଣ୍ଡି ଜନ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଦିଆ ଯାଇଥିବା ୧୦ ଜଣ ହିତାଧିକାରୀଙ୍କ ଘରୁ ୱାଟର ମିଟର ଚୋରି by Proprietor Abhimanyu Maharana June 16, 2026 ପାରଳାଖେମୁଣ୍ଡି ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ଆକାଂକ୍ଷା ପକ୍ଷ ରୁ ରଜପର୍ବ ପାଳିତ by Proprietor Abhimanyu Maharana June 16, 2026 ନର୍ଲା ଅଞ୍ଚଳରୁ ପୁଣି ଚୋରି by Proprietor Abhimanyu Maharana June 16, 2026 ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ by Proprietor Abhimanyu Maharana June 16, 2026 ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ by Proprietor Abhimanyu Maharana June 16, 2026