Home ଓଡ଼ିଶା ପଞ୍ଚୁଦଣ୍ଡ ପରିଚାଳନା ସମିତିର ତନନୂ କର୍ମକର୍ତ୍ତା ମନୋନୀତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୬ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୟନ ସ୍ଥାନୀୟ ମା’ପାଟଖଣ୍ଡା ମନ୍ଦିରର ସମ୍ମିଳନୀ କକ୍ଷରେ ରାଜକିଶୋର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨୦୨୩ ବର୍ଷ ର ଆୟ ବ୍ୟୟ ହିସାବ ସମ୍ପର୍କରେ ଆଲୋଚନା କରିବା ସହିତ ସମିତିର ଆଗାମୀ ୩୫ ତମ ବାର୍ଷିକ ୧୩ ଶମ୍ଭୁ ମିଳନ କିପରି ସମସ୍ତ ଙ୍କ ସହଯୋଗ ରେ ପାଳନ କରାଯିବ ସେ ନେଇ ପ୍ରସ୍ତୁତି ପର୍ବ ଆରମ୍ଭ କରାଯାଇଥିଲା l ଏ ନେଇ ପରବର୍ତ୍ତୀ ବୈଠକ ମାର୍ଚ୍ଚ ୩ ତାରିଖରେ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା l ପରେ ପରେ ସମିତିର ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଥିଲା l ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ କିଶୋର କୁମାର ପାଳ ମନୋନୀତ ହୋଇଥିବା ବେଳେ ଉପସଭାପତି ସୁଜିତ କୁମାର ପାଳ, ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ, ସହ ସମ୍ପାଦକ ଭଗବାନ ପଣ୍ଡା, କୋଷାଧ୍ୟକ୍ଷ ବଂଶୀଧର ପଣ୍ଡା, ମୁଖ୍ୟ ଉପଦେଷ୍ଟା ଭାବେ ସୁରେଶ ଚନ୍ଦ୍ର ମହାନ୍ତି, ସହଯୋଗୀ ଉପଦେଷ୍ଟା ଭାବେ ଲୋକନାଥ ପାଢ଼ୀ, ହିମାଂଶୁ ଶେଖର ଦାସ, ମଦନ ମୋହନ ପାଢ଼ୀ, ରାଜ କିଶୋର ଦାସ, ସଂଗ୍ରାମ କେଶରୀ ସାବତ, ସ୍ଵପ୍ନେଶ୍ଵର ସାହୁ, ଦଣ୍ଡ ଅଧିକାରୀ ଶିବରାମ ପ୍ରାଧନୀ, ସହ ଦଣ୍ଡ ଅଧିକାରୀ ଜଗନ୍ନାଥ ରାଓ, ତବତିଆ ମହାରଣା, ଅଧିକାରୀ ଭାବେ ମନୋଜ କୁମାର ପାଳ,ଏବଂ କାର୍ଯ୍ୟକାରୀ ସଦସ୍ୟ ଭାବେ ଦୟାନିଧି ସାହୁ, ସୁବାଷ ଚନ୍ଦ୍ର କହଁର, ଦୁଃଖିଶ୍ୟାମ ମହାରଣା, ରଶ୍ମି ରଞ୍ଜନ ମହାରଣା, ସନ୍ତୋଷ କୁମାର ପାତ୍ର, ଶ୍ରୀନିବାସ ଦୋରା, ଶ୍ୟାମ ସୁନ୍ଦର ଦାସ, ପଦ୍ମନ ନାୟକ, ପ୍ରଶାନ୍ତ କୁମାର ସାହୁ, ସୁବାଷ ଚନ୍ଦ୍ର ଆଚାରୀ, ରଞ୍ଜିତ କୁମାର ମହାନ୍ତି ପ୍ରମୁଖଙ୍କୁ ମନୋନୀତ କରାଯାଇଥିଲା l ଶେଷରେ ସଭାପତି ଶ୍ରୀ ପାଳ ଧନ୍ୟବାଦ ଅର୍ପଣ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍ Related Content ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା by Proprietor Abhimanyu Maharana October 4, 2026 ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର by Proprietor Abhimanyu Maharana October 4, 2026 ଇଟାମାଟିରେ ରକ୍ତଦାନ ଶିବିର by Proprietor Abhimanyu Maharana October 4, 2026 ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026