ବିଧାନସଭା ପରିସରରେ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଶାସକ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ ଓ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ରହି ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ଶାଶ୍ୱତୀ ସାମାଜିକ ଓ ସଂସ୍କୃତିକ କେନ୍ଦ୍ର ତରଫରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।
Related Content
ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ
by
Proprietor Abhimanyu Maharana
August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
August 22, 2026
ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍ଫରେନ୍ସିଂ ବୈଠକ
by
Proprietor Abhimanyu Maharana
August 22, 2026
ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର
by
Proprietor Abhimanyu Maharana
August 22, 2026
100% Women Operators Power Vedanta Aluminium Lanjigarh's Control Rooms
by
Proprietor Abhimanyu Maharana
August 22, 2026
Chandi Bhandar Opens Its 33rd Store in Rourkela this Raksha Bandhan
by
Proprietor Abhimanyu Maharana
August 22, 2026