-
ଖାଦ୍ୟ ନିରାପତ୍ତା ସହିତ ରାଜ୍ୟବାସୀଙ୍କ ପୁଷ୍ଟିସୁରକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ରହିଛିି
-
ପ୍ରାଣୀଜ ପୁଷ୍ଟିସାର ପାଇଁ ୭ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ପରିବାର ପିଛା ୫ଟି ଲେଖାଏଁ କୁକୁଡ଼ା ଚିଆଁ ବିନା ମୂଲ୍ୟରେ ପ୍ରଦାନ
-
ଦୈନିକ ପ୍ରାୟ ୪ ଲକ୍ଷ ୫୦ ହଜାର ଅଣ୍ଡା ଓ ବର୍ଷକୁ ପ୍ରାୟ ୧୬ କୋଟି ଅଣ୍ଡା ଉତ୍ପାଦନ ହୋଇପାରିବ
-
ଏହି କାର୍ଯ୍ୟକ୍ରମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟ ହେବ
-
୩୦ଟି ଜିଲ୍ଲାର ୩୦ଟି ପଞ୍ଚାୟତର ହିତାଧିକାରୀମାନଙ୍କ ସହ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଆଲୋଚନା
ଘରଦୁଆରେ ପୁଷ୍ଟି ଯୋଜନା ଦ୍ୱାରା ଅପପୁଷ୍ଟି ଦୂରୀକରଣ ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ
