୧୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଦଶପଲ୍ଲା :-> ଭାରତ ପ୍ରସିଦ୍ଧ ଐତିହାସିକ ଲଙ୍କାପୋଡ଼ି ଯାତ୍ରା ୨୦୨୪ର ସଫଳ ଆୟୋଜନ ନିମନ୍ତେ ମଙ୍ଗଳବାର ସଂଧ୍ୟାରେ ଦଶପଲ୍ଲାର ଆରାଧ୍ୟ ଦେବ ଶ୍ରୀ ଶ୍ରୀ ମହାବୀରକଂ ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ୧୫ ଦିନ ପାଇଁ ଯାତ୍ରା ଉତ୍ସବ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବୈଠକରେ ଯାତ୍ରା କମିଟି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା,
