୨୦ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ରାଜସୁନାଖଳା :-> ରାଜସୁନାଖଳା କୁ ଏନ ଏ ସି ମାନ୍ୟତା ଦାବିରେ ଦ୍ୱିତୀୟ ଦିନରେ ଜାରି ରହିଛି ଅନଶନ l ନୟାଗଡ଼ ଜିଲ୍ଲା ର ଦ୍ୱିତୀୟ ବୃହତମ ବ୍ୟବସାୟିକ ପେଣ୍ଠସ୍ଥଳ ରାଜସୁନାଖଳା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ଦାବିରେ ଅନଶନ ରେ ବସି ରହିଛନ୍ତି ସ୍ଥାନୀୟ ଯୁବ ସମାଜସେବୀ ତଥା ସାମ୍ବାଦିକ ଆର୍ତତ୍ରାଣ ପ୍ରଧାନ l
