ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ ଙ୍କ ଆଶ୍ରୀବାଦ କାମନା କଲେ ରମେଶ

୨୭ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ନୂଆଗାଁ :-> ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଧାନ ସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆସ୍ଥା ପ୍ରକଟ କରିବା ସହ ପୁନଃ ଟିକେଟ ପ୍ରଦାନ କରିଛନ୍ତି ।
