Home ଓଡ଼ିଶା ବିଜୁ ଯୁବ ଜନତା ଦଳ ର ନିର୍ବାଚନ ପ୍ରସ୍ତୁତି ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା ଙ୍କ ଯୋଗଦାନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୯ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ସମ୍ବଲପୁର :- ଭୁବନେଶ୍ୱର ଶଙ୍ଖ ଭବନରେ ଆଜି ବିଜୁ ଯୁବ ଜନତା ଦଳ ର ନିର୍ବାଚନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା ଏବଂ ସମ୍ବଲପୁର ଜ଼ିଲ୍ଲା ସଭାପତି ଲଷ୍ମୀ ପ୍ରସାଦ ମହାପାତ୍ର, ସମ୍ବଲପୁର ଜୋନ୍ ସଭାପତି ଦେବାଶିଷ ପରିଡା ଯୋଗଦାନ କରିଥିଲେ I ଚଳିତ ନିର୍ବାଚନରେ ତୃଣମୂଳସ୍ତରରେ ଏକାଠି ହୋଇ କାର୍ଯ୍ୟ କରିବା ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରାଇବା ପାଇଁ ଆୟୋଜିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର ନେତା ତଥା କର୍ମୀ ସମସ୍ତେ ସଂକଳ୍ପ ନେଇଛନ୍ତି I ବୈଠକରେ ବିଜୁ ଯୁବ ଜନତା ଦଳ ର ରାଜ୍ୟ କର୍ମକର୍ତ୍ତା ଓ ଜିଲ୍ଲା ସଭାପତି ମାନେ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଦେଶ, ସମ୍ବଲପୁର, ହୋମ୍ Related Content ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ "ଜନନୀ ଡାଏଲଗ୍ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ "ଓଏସିସ ଏକାଡେମୀ’ ଘୋଷଣା by Proprietor Abhimanyu Maharana July 26, 2026 ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ by Proprietor Abhimanyu Maharana July 25, 2026 Navi Mumbai’s Kharghar Temple Hosts Bahuda Yatra by Proprietor Abhimanyu Maharana July 25, 2026 Raipur’s Jagannath Temple Hosts Bahuda Yatra by Proprietor Abhimanyu Maharana July 25, 2026 ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ by Proprietor Abhimanyu Maharana July 25, 2026 New Delhi’s Hauz Khas Jagannath Temple hosts Bahuda Yatra by Proprietor Abhimanyu Maharana July 25, 2026