ବାଲିଗୁଡାରେ ୮୯ ତମ ଉତ୍କଳ ଦିବସ ପାଳିତ

ଉକ୍ତ ସଭାରେ ପ୍ରଧାନ ଶିକ୍ଷକ ଶ୍ରୀ ପଣ୍ଡା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଓଡ଼ିଶାର ବିଭିନ୍ନ ବରପୁତ୍ର ମାନଙ୍କ ନିଷ୍ଠାପର ଉଦ୍ୟମ ଫଳରେ ସ୍ବତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା l ଓଡ଼ିଆ ଭାବେ ଗର୍ବ କରିବା ସହ ମାତୃଭୂମି ଓ ମାତୃଭାଷାକୁ ଭଲ ପାଇବା ସହ ଓଡ଼ିଆ ଜାତିର ସ୍ୱାଭିମାନକୁ ସର୍ବଦା ବଜାୟ ରଖିବା ନିମନ୍ତେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଜଣାଇଥିଲେ। ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l
Related Content
ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା
by
Proprietor Abhimanyu Maharana
October 4, 2026
ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର
by
Proprietor Abhimanyu Maharana
October 4, 2026
ଇଟାମାଟିରେ ରକ୍ତଦାନ ଶିବିର
by
Proprietor Abhimanyu Maharana
October 4, 2026
ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ
by
Proprietor Abhimanyu Maharana
October 4, 2026
ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ
by
Proprietor Abhimanyu Maharana
October 4, 2026
ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି
by
Proprietor Abhimanyu Maharana
October 3, 2026