
୨ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଏହି ୪୯ଟି ବିଧାନସଭା ଆସନରୁ ୨ଟି ଆସନ କଂଗ୍ରେସ ଅନ୍ୟ ଦଳକୁ ଛାଡିଛି ।

