ବର୍ତ୍ତମାନ ସୁଦ୍ଧା ୩୦,୩୭୮ ଜଣ ପଜିଟିଭ୍‌ ଚିହ୍ନଟ,୧୯,୭୪୫ ଜଣ,୧୬୯ ଜଣ ରୋଗୀଙ୍କର ମୃତ ହୋଇଛି ।

CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୦୦,୨୩୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୦,୩୭୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୯,୭୪୫ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୮୦୭) ୧୬୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦,୪୨୮ ରହିଛି । ୧୧,୨୩୮ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version