ଏସପିଙ୍କ ଜଂକିଆ ଥାନା ପରିଦର୍ଶନ : ଆଗାମୀ ନିର୍ବାଚନ ଲାଗି ଆଇନ ଶୃଙ୍ଖଳା ସ୍ଥିତି ତଦାରଖ
ସେ ଥାନା ର ସମସ୍ତ ବ୍ୟବସ୍ଥାକୁ ତଦାରଖ କରିବା ସହିତ ଥାନାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଆସନ୍ତା ସାଧାରଣ ନିର୍ବାଚନକୁ କିପରି ଶାନ୍ତି ଶୃଙ୍ଖଳାରେ କରିବା ପାଇଁ କି କି ପଦକ୍ଷେପ ଗ୍ରହଣ କରିବାକୁ ପଡ଼ିବ ସେ ବିଷୟରେ ଆଲୋଚନା କରିଥିଲେ। ସେହିପରି ନିରାକାରପୁର ଥାନାକୁ ଗତ ୧୦ ତାରିଖରେ ଆସି ଆଇଆଇସି ବିଶ୍ୱଜିତ୍ ରାଉତରାୟ ଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଆଲୋଚନା କରିଥିଲେ।
Related Content
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ
by
Proprietor Abhimanyu Maharana
June 28, 2026
ସମଲେଶ୍ୱରୀ ପୀଠରେ "ସାତବହନୀ" ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ
by
Proprietor Abhimanyu Maharana
June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ
by
Proprietor Abhimanyu Maharana
June 28, 2026
ଭାରତର ସର୍ବବୃହତ ଆନିମେସନ୍ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ
by
Proprietor Abhimanyu Maharana
June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି
by
Proprietor Abhimanyu Maharana
June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ
by
Proprietor Abhimanyu Maharana
June 28, 2026