ଓଡ଼ିଶାରେ ୫,୨୮,୭୦୮ ଟି ନମୁନା ପରୀକ୍ଷା ,୩୩,୪୭୯ ଜଣ ପଜିଟିଭ୍‌ ,୨୧,୨୭୩ ଜଣ ସୁସ୍ଥ ,୧୮୭ ଜଣ ମୃତ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୦୧ ଅଗଷ୍ଟ ଶନିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୨୮,୭୦୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୩,୪୭୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୨୧,୨୭୩ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୭୫୬) ୧୮୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୧,୯୮୧ ରହିଛି । ୧୨,୭୩୭ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି । (ରିପୋର୍ଟ –ରାମ କୃଷ୍ଣ ରଥ / ଅଭିମନ୍ୟୁ ମହାରଣା)

Exit mobile version