ଓଡ଼ିଶାରେ ୫,୫୬,୫୮୮ ଟି ନମୁନା ପରୀକ୍ଷା କରାଯାଇଛି,୩୬,୨୯୭ ଜଣ ପଜିଟିଭ୍‌ ଚିହ୍ନଟ ,୨୧,୯୫୫ ଜଣ ସୁସ୍ଥ, ୨୦୭ ଜଣ ମୃତ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୦୩ ଅଗଷ୍ଟ ସୋମବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୫୬,୫୮୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୬,୨୯୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୨୧,୯୫୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୦୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୦୯୪ ରହିଛି । ୧୪,୦୯୪ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version