
ନୟାଗଡ଼ରେ ବିଧାୟକ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର, ମିଳୁଛି ବିପୁଳ ଜନସମର୍ଥନ


୧୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁଙ୍କ ମାରାଥନ୍ ପ୍ରଚାର ଅନୁଷ୍ଠିତ ହୋଇଯାଇଛି । ବାଇକ ଶୋଭାଯାତ୍ରା, ଗାଁ ଗାଁ ନିର୍ବାଚନ ସଭା ଅନୁଷ୍ଠିତ ହେଉଛି । ବିଧାୟକ ଡ. ସାହୁଙ୍କୁ ପ୍ରତ୍ୟେକ ସ୍ଥାନରେ ବିପୁଳ ଜନସମର୍ଥନ ମିଳୁଥିବା ବେଳେ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ସେ ଆହ୍ୱାନ ଦେଇଛନ୍ତି ।
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
Related Content
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ - ପୁଲିସର ଛାନଭିନ
by
Proprietor Abhimanyu Maharana
May 5, 2026
ହାଇଟେକ୍ର ଆଲାଏଡ୍ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ - ଡକ୍ଟର ତିରୁପତି ପାଣିଗ୍ରାହୀ
by
Proprietor Abhimanyu Maharana
May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ - ମୁଁ ଇସ୍ତଫା ଦେବି ନାହିଁ - ଦିଦି
by
Proprietor Abhimanyu Maharana
May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? - ମହାସଂଘ
by
Proprietor Abhimanyu Maharana
May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା - ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ
by
Proprietor Abhimanyu Maharana
May 5, 2026
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା - ବାବୁ ସିଂ
by
Proprietor Abhimanyu Maharana
May 5, 2026