ବିଏସକେୱ।ଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ୍, ମମତା, ୫-ଟି ସ୍କୁଲ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍ସନ, ଚାଉଳ କାର୍ଡ ଇତ୍ୟାଦି ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନାର ସୁଫଳ ସଂମ୍ପର୍କରେ ଜନମତ ନେଇଥିଲେ ମୁଖ୍ୟମନ୍ତ୍ରୀ। ନବୀନ ପଟ୍ଟନାୟକ ଭଲ କି ବୋଲି ପଚାରିଥିଲେ । ଭାବବିହ୍ବଳପୂର୍ଣ୍ଣ ‘ହଁ’ ରେ ପ୍ରତିଧ୍ବନିତ ହୋଇଥିଲା ସଭାସ୍ଥଳ। ଜୁଲାଇରୁ ବିଜୁଳ ବିଲ୍ ଆସିବ ନାହିଁ, 
ବିଜୁ ଜନତା ଦଳ ସରକାର ମାଗଣାରେ ବିଜୁଳି ଦେବ ବୋଲି କହି ଆପଣଣାନେ ଖୁସି ତ ବୋଲି ଲୋକଙ୍କୁ ପଚାରିଥିଲେ ନବୀନ।

