
୦୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସବୁଦିନ ପରି ଆଜି ସକାଳ ଘ.୮.୦୦ ଟିକା ରେ ତିନି ରଥର ନିର୍ମାଣ କାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

