୦୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଆଜି ସକାଳ ଘ.୮.୦୦ ଟିକା ସମୟ ରେ ତିନି ରଥର ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।
ରଥ ନିର୍ମାଣ ଅଗ୍ରଗତି
(ଗତକାଲି ସୁଦ୍ଧା ତିନି ରଥର ୩୯ ଗୋଟି ଚକ ନିର୍ମାଣ ଶେଷ ହେବାସହ ବାକି ତିନି ଚକ ନିର୍ମାଣ ପାଇଁ ଯନ୍ତାଗାଡ଼ ଠାରେ ତିନି ତୁମ୍ବ ରେ ଅର ସଂଯୋଗ ହୋଇ କଣ୍ଟା ବାଡିଆ ବା ସିଙ୍ଗଡ଼ା ବାଡିଆ କାର୍ଯ୍ୟ , ମୁହାଁଟ ବିନ୍ଧ ଏବଂ ତିନି ରଥର ପାଞ୍ଚ ଦଣ୍ଡା ଚଉପଟ କାର୍ଯ୍ୟ ଆରମ୍ଭ ହୋଇଥିଲା) ତିନିରଥ ଶେଷ ତିନି ଚକ ନିର୍ମାଣ
