
୧୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସବୁଦିନ ପରି ଆଜି ସକାଳ ଘ.୮.୦୦ ଟିକା ସମୟରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ପରାମର୍ଶ କ୍ରମେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

