ସମସ୍ୟାର ସମାଧାନ ହେଲା କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
