ଓଡ଼ିଶାରେ ୬,୦୦,୫୯୧ ଟି ନମୁନା ପରୀକ୍ଷା କରାଯାଉଛି,୪୦,୭୧୭ ଜଣ ଚିହ୍ନଟ,୨୫,୭୩୭ ଜଣ ସୁସ୍ଥ,୨୩୫ ଜଣ ମୃତ୍ୟୁ

ଓଡିଶା ତାଜା ନ୍ୟୁଜ୍ (୦୬ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୦୦,୫୯୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରା୩⁄୪ାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୦,୭୧୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୫,୭୩୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ ଡାକ୍ତରଖାନାରୁ ଫେରିଛନ୍ତି ।

୨୩୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୭୦୦ ରହିଛି । ୧୪,୭୦୦ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version