
0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମ୍ୟାଲେରିଆ ଡେଙ୍ଗୁ l ଡାଇରିଆ (ଗଊଊ) ଉପରେ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ-୨୦୨୪ ର ଶୁଭାରମ୍ଭ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଳା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଚଳିତ ବର୍ଷ ବାର୍ତ୍ତା ଥିଲା “ସଚେତନ ହୁଅନ୍ତୁ ସୁରକ୍ଷିତ ରୁହନ୍ତୁ” l ଏହି ସର୍ବେକ୍ଷଣଙ୍କୁ ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ କରିବା ନିମନ୍ତେ ଜିଲ୍ଲା ସ୍ତରରୁ ବ୍ଲକ ସ୍ତରରେ ଥିବା ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ସହ ଆଶା ମାନଙ୍କୁ ଭିଡିଓ କନଫୋରେନ୍ସ ମାଧ୍ୟମରେ ଏହା କିପରି କାର୍ଯ୍ୟକାରୀ ହେବ ସେ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଉପସ୍ଥିତ ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀମାନେ କହିଥିଲେ l ଗ୍ରାମାଞ୍ଚଳରେ ଆଶା କର୍ମୀ ମାନେ ଘର ଘର ବୁଲି ମ୍ୟାଲେରିଆ, ଡେଙ୍ଗୁ l

