
0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମା ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
