0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସବୁଦିନ ପରି ଆଜି ସକାଳ ଘ.୮.୦୦ ଟିକା ସମୟରେ ରଥ ନିର୍ମାଣକାରୀ ସେବକ ମାନେ ରଥ ଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।

ରଥ ନିର୍ମାଣ ଅଗ୍ରଗତି
(ଗତକାଲି ଅନୁକୂଳ ପୂଜା ପୂର୍ବକ ରୂପକାର ସେବକ ମାନେ ତିନି ରଥ ପ୍ରଭା ରେ ରୂପ ଖୋଦେଇ କାର୍ଯ୍ୟ ଆରମ୍ଭ ସହ ତିନିରଥ ୪ ଗୋଟି ଲେଖାଏଁ ଦୁଆର ବେଢ଼ା ରଥ ଉପରକୁ ଉଠିଥିଲା…)