
୦୯ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ ଜିଲ୍ଲା :-> ଦଶପଲ୍ଲା ବ୍ଲକରେ ନିର୍ମାଣ ହେବାକୁ ଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କେନ୍ଦ୍ର ସରକାରଙ୍କ ଜଙ୍ଗଲ, ପରିବେଶ ଓ ପର୍ଯ୍ୟାବରଣ ମନ୍ତ୍ରାଳୟ ଦ୍ୱିତୀୟ ପର୍ଯ୍ୟାୟ ପରିବେଶ ମଞ୍ଜୁରୀ ପ୍ରଦାନ କରିଛନ୍ତି । ନବୀନ ସରକାର ଏଥିପାଇଁ ବହୁ ପଦକ୍ଷେପ ଗ୍ରହଣ କରିଥିଲେ । ଏହି ପ୍ରକଳ୍ପ ପାଇଁ ୧୭ ଶହ କୋଟି ଟଙ୍କା ଅନୁମୋଦନ କରାଯାଇଛି ।
