Home ଓଡ଼ିଶା ବେଗୁନିଆ ମିଡ଼ିଆ ହାଉସ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ବେଗୁନିଆ ବ୍ଲକ ବାଘମାରୀ ପଂଚାୟତ ଅନ୍ତର୍ଗତ ଅଟ୍ରି ସ୍ଥିତ ଏକାଦଶ ରୁଦ୍ର ତଥା ବାବା ହଟ୍ଟକେଶ୍ୱର ଦେବଙ୍କ ମନ୍ଦିର ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସରପଂଚ ମାନସ ରଞ୍ଜନ ବିଶ୍ଵାଳ, ସମାଜସେବୀ ପ୍ରେମାନନ୍ଦ ମହାନ୍ତି, ମିଡ଼ିଆ ହାଉସର ଉପଦେଷ୍ଟା ସାମ୍ବାଦିକ ଭଗବାନ ପଣ୍ଡା,ନଳିନୀ କାନ୍ତ ପଣ୍ଡା, ଶରତ ବାରିକ, ଶିକ୍ଷକ ବିବେକାନନ୍ଦ ମିଶ୍ର, ସଭାପତି ଗୋବିନ୍ଦ ଚନ୍ଦ୍ର ରଥ,ଉପସଭାପତି ଯୋଗେଶ୍ୱର ପଣ୍ଡା, ସମ୍ପାଦକ ଭକ୍ତି ଭୂଷଣ ମହାପାତ୍ର, କୋଷାଧ୍ୟକ୍ଷ ସଂଗ୍ରାମ ସାମନ୍ତରାୟ,ସଦସ୍ୟ ମାନସ ରଞ୍ଜନ କର,ସମୀର ସୁନ୍ଦରାୟ, ଗୋବିନ୍ଦ ଚନ୍ଦ୍ର ଖୁଣ୍ଟିଆ ଓ ସଞ୍ଜୟ କୁମାର ବାହୁବଳେନ୍ଦ୍ର ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।ଏହି ଅନୁଷ୍ଠାନ ଆଗାମୀ ଦିନରେ ସାମାଜିକ କାର୍ଯ୍ୟକ୍ରମ କରି ଜନ ସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026 କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା by Proprietor Abhimanyu Maharana October 13, 2026