ଗଣ ମାଧ୍ୟମକୁ : ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ …

୨୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ ।

ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।

Exit mobile version