ଓଡ଼ିଶାରେ ୬,୫୦,୧୮୩ ଟି ନମୁନା ପରୀକ୍ଷା କରାଯାଇଛି,୪୫,୯୨୭ ଜଣ ପଜିଟିଭ୍‌ ଚିହ୍ନଟ,୩୦,୨୪୨ ଜଣ ସୁସ୍ଥ ୨୭୨ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୦୯ ଅଗଷ୍ଟ ରବିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୫୦,୧୮୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୫,୯୨୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୩୦,୨୪୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୭୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୫,୩୬୪ ରହିଛି । ୧୫,୩୬୪ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version