Home ଓଡ଼ିଶା ଜାତୀୟ କୃମିନାଶକ ଦିବସ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଆସନ୍ତା ଅଗଷ୍ଟ ୧୦ ତାରିଖ ଦିନ ଜାତୀୟ କୃମି ନାଶକ ଦିବସ କାର୍ଯ୍ୟକ୍ରମ କୁ ସୂଚାର ରୂପେ ପରିଚାଳନା କରିବା ପାଇଁ ଦଶପଲ୍ଲା ବ୍ଲକର ସମସ୍ତ ବିଦ୍ୟାଳୟ ମାନଙ୍କରୁ ଆସିଥିବା ଶିକ୍ଷକ ମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଦଶପଲ୍ଲା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଥିବା ଭାରାପ୍ରାପ୍ତ ସ୍ବାସ୍ଥ୍ୟ ଅଧିକାରୀ ଡ଼. ଅନ୍ତର୍ଯ୍ୟାମୀ ସାହୁ ଙ୍କ ନିର୍ଦ୍ଦେଶକ୍ରମେ ଡ଼. କାଳୀ ପ୍ରସାଦ ଷଡ଼ଙ୍ଗୀ , ଏ ବି ଓ , ପି ଏଚ ଇ ଓ ଅଧିକାରୀ ପୂର୍ଣ୍ଣଚନ୍ଦ୍ର କବି , ସୁପରଭାଇଜର ପ୍ରଫୁଲ୍ଲ କୁମାର ପଣ୍ଡା ଉପସ୍ଥିତ ରହିଥିଲେ । ଉକ୍ତ ସମସ୍ତ କାର୍ଯ୍ୟକ୍ରମ କୁ ବି ପି ଏମ ତୁଷାର ରଞ୍ଜନ ସାହୁ ସଂପୂର୍ଣ୍ଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏଥିରେ ବର୍ଷକ ରୁ ୧୯ ବର୍ଷ ପର୍ଯ୍ୟନ୍ତ ସମସ୍ତ ପିଲା ମାନଙ୍କୁ କୃମି ନାଶକ ମେଡିସିନ ଦେବାପାଇଁ ସଚେତନ କରାଯାଇଛି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା by Proprietor Abhimanyu Maharana October 6, 2026 Chandi Bhandar Unveils the “Aaranya” Edit for Durga Puja by Proprietor Abhimanyu Maharana October 5, 2026 ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 4, 2026 ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ by Proprietor Abhimanyu Maharana October 4, 2026 ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026