ଟ୍ରକ ଧକ୍କାରେ ଦୁଇ କାଉଡିଆଙ୍କ ସମେତ ୩ ମୃତ

ସୂଚନା ଅନୁସାରେ, ରଞ୍ଜି ନାୟକ ଓ ତାଙ୍କର ଅନ୍ୟ କାଉଡ଼ିଆ ସାଥୀ ଜଣଙ୍କ ଋଷିକୁଲ୍ୟା ନଦୀରୁ ପାଣି ଉଠାଇ ବାଣପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ । ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଅନ୍ୟପକ୍ଷରେ ଏ. ବନମାଳି ପାତ୍ରଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା । ଦୁର୍ଘଟଣା ଘଟାଇଥିବା ଡ୍ରାଇଭରଙ୍କୁ ଖଲ୍ଲିକୋଟ ଥାନା ପୁଲିସ ଅଟକ ରଖିବା ସହିତ ଟ୍ରକ୍ଟିକୁ ଜବତ କରିଛି । ଟ୍ରକ୍ଟି ଆନ୍ଧ୍ର ପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା ।
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026