କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀଙ୍କୁ ଭେଟିଲେ କନ୍ଧମାଳ ସାଂସଦ

ଆଲୋଚନା ବେଳେ ଗେଲ୍ ନିଜର ପାଇପ୍ ଲାଇନ୍ ନେଟୱାର୍କ କନ୍ଧମାଳ ଜିଲାର ଦୁର୍ଗମ ଅଞ୍ଚଳ ଗୁଡ଼ିକରେ କିଭଳି ଭାବେ ଅଧିକରୁ ଅଧିକ ବିସ୍ତାର କରିବ ସେ ନେଇ ମଧ୍ୟ ସାଂସଦ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ପକ୍ଷରୁ ଏ ଦିଗରେ ପଦକ୍ଷେପ ଗ୍ରହଣ କରାଗଲେ କନ୍ଧମାଳ ଜିଲାର ବିକାଶ ଆହୁରି ବ୍ୟାପକ ହୋଇ ପାରିବ ବୋଲି ସାଂସଦ ଆଲୋଚନା ବେଳେ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ବୋଲି ଏକ ପ୍ରେସ୍ ବିବୃତ୍ତିରେ ଦର୍ଶାଇଛନ୍ତି ।
Related Content
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ
by
Proprietor Abhimanyu Maharana
October 3, 2026
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026