.ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା
ବିଦ୍ୟାଳୟର ସହକାରୀ ଶିକ୍ଷକ ବିଦ୍ୟାଧର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଅମର କୁମାର ଜୟସିଂ ଧନ୍ଯବାଦ ପ୍ରଦାନ କରିଥିଲେ ଓ ଶ୍ରୀକାନ୍ତ ମହାପାତ୍ର ମାନପତ୍ର ପାଠ କରିଥିଲେ । ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାନପତ୍ର ସହିତ ଅନେକ ଉପଢୌକନ ପ୍ରଦାନ କରାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା l
Related Content
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
by
Proprietor Abhimanyu Maharana
October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ
by
Proprietor Abhimanyu Maharana
October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ
by
Proprietor Abhimanyu Maharana
October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା
by
Proprietor Abhimanyu Maharana
October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ
by
Proprietor Abhimanyu Maharana
October 14, 2026