ଓଡିଶା ତାଜା ନ୍ୟୁଜ୍ (୧୦ ଅଗଷ୍ଟ ସୋମବାର ) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଉପକାରାଗାରରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନେ ହେଲେ ଜେଲ ଅଧୀକ୍ଷକ, ଜଣେ କର୍ମଚରୀ ଓ ୪ ଅନ୍ତେବାସୀ । ଜେଲ୍ ଅଧୀକ୍ଷକ ଓ ଜଣେ କର୍ମଚାରୀ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଛନ୍ତି । ସେହିପରି ଅନ୍ତେବାସୀଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା କୋଭିଡ କେୟାର ସେଣ୍ଟରକୁ ସ୍ଥାନାନ୍ତରିତ କରାଯିବ । ଏନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଜେଲ ପରିସରକୁ ସାନିଟାଇଜ କରାଯିବ ବୋଲି ଜଣାପଡ଼ିଛି । (ରିପୋର୍ଟ- ଗରୁଡ଼ ଧ୍ଵଜ ଚୌଧୁରୀ)
ପାରଳାଖେମୁଣ୍ଡି ଉପକାରାଗାରରେ ୬ ଜଣ କରୋନାରେ ଆକ୍ରାନ୍ତ : ଜେଲର ଅଧିକ୍ଷକ, ଜଣେ କର୍ମଚାରୀ ଓ ୪ ଅନ୍ତେବାସୀ କରୋନାରେ ଆକ୍ରାନ୍ତ ,

- Categories: Uncategorized, କରୋନା, ହୋମ୍
Related Content
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ
by
Proprietor Abhimanyu Maharana
June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ
by
Proprietor Abhimanyu Maharana
June 18, 2026
୭୮ ଦିନର ଅବିରତ ପଦଯାତ୍ରା ଭିଆଇପି ଦର୍ଶନ ପ୍ରୋଟୋକଲ ଦର୍ଶନ ଓ ଟଙ୍କା ଦେଇ ଦର୍ଶନ ବନ୍ଦ କର ପୁରୀବାସୀଙ୍କ ପାଇଁ ଗୋଟିଏ ଦ୍ବାର ଖୋଲ
by
Proprietor Abhimanyu Maharana
June 18, 2026
ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026