ଓଡ଼ିଶାରେ ୬,୬୯,୨୬୬ ଟି ନମୁନା ପରୀକ୍ଷା କରାଯାଇଛି,୪୭,୪୫୫ ଜଣ ପଜିଟିଭ୍‌ ଚିହ୍ନଟ, ୩୧,୭୮୪ ଜଣ ସୁସ୍ଥ ୨୮୬ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୧୦ ଅଗଷ୍ଟ ସୋମବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୬୯,୨୬୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୭,୪୫୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩୧,୭୮୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୮୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୫,୩୩୪ ରହିଛି । ୧୫,୩୩୪ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version