୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର କେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି ହୋଇଥିବା ନେଇ ଆଧାର କେନ୍ଦ୍ରର ପରିଚାଳକ ସୁରେନ ସାହୁ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସୁରେନ୍ ସାହୁ ଶନିବାର ଦିନ ସନ୍ଧ୍ୟା ୫ ବେଳେ ଆଧାର କେନ୍ଦ୍ର ବନ୍ଦ କରି ନିଜ ଘର ସିମନବାଡ଼ି ଗ୍ରାମକୁ ଯାଇଥିଲେ ।
