୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ରେ ସି ଏଚ୍ ସି ମହିପୁର ଦ୍ଵାରା ଜାତୀୟ କୃମି ନାଶକ ଦିବସ ଉପରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାଶ ଯୋଗଦେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।
