ଆଦିବାସୀ ସମ୍ପ୍ରଦାୟର ଜଣେ ନେତା ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉ ଥିଲା ବେଳେ ଉପ ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଦିବାସୀ ବିରୋଧୀ ମନ୍ତବ୍ୟ ଗ୍ରହଣୀୟ ନୁହେଁ
ଜିଏସଟି ଲାଗୁ ହେବା ପରେ କେନ୍ଦୁପତ୍ର ତୋଳାଳିଙ୍କ ବୋନସ କମିଛି
୨୦୧୯ ନିର୍ବାଚନରେ ବିଜେପିର କେନ୍ଦୁପତ୍ର ଉପରୁ ଜିଏସଟି ଉଛେଦ ପ୍ରତିଶ୍ରୁତି ବିଡି କମ୍ପାନୀଙ୍କୁ ପ୍ରଲୋଭିତ କରିବା ପାଇଁ ଉଦ୍ଦିଷ୍ଟ ଥିଲା କି ?
