ଘରୋଇ ଯୋଗାଣ ପାଇପ୍ରେ ଗୋଳିପାଣି : କୂଅ ନଳକୂଅ ପାଖରେ ଭିଡ଼ – ଥଣ୍ଡା କାଶ ଜ୍ଵର ବୃଦ୍ଧି ପାଉଛି
ଗୋଳିପାଣି ବ୍ୟବହାର କରିବା ଦ୍ଵାରା କାଛୁ କୁଣ୍ଡିଆ ଭଳି ବିଭିନ୍ନ ସଂକ୍ରମକ ରୋଗ ହେବା ଆଶଙ୍କା ରହିଥିବା କୁହାଯାଉଛି । ଏ ସମ୍ପର୍କରେ ଜନସ୍ୱାସ୍ଥ୍ୟ ବିଭାଗର ଯନ୍ତ୍ରୀ ଏ.ଚକ୍ରଧରଙ୍କୁ ପଚାରିବାରୁ ସେ ବର୍ଷା ଦିନ ଯୋଗୁଁ ନଦୀରେ ଗୋଳି ପାଣି ଆସୁଛି। କେମିକାଲ ମିଶାଇ ଗୋଳି କଟାଯାଉଛି । ତଥାପି କାହିଁକି ଗୋଳି ପାଣି ଯୋଗାଣ ହେଉଛି ଏନେଇ ଅନୁଧ୍ୟାନ କରିବା ସହ ଅତିଶୀଘ୍ର ସଫା ପାଣି ଦେବାକୁ ଆମର ଚେଷ୍ଟା ଜାରି ରହିଛି ବୋଲି ପ୍ରକାଶ କରିଛନ୍ତି ।
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026