ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍

ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍ । ଏହି ଚାଉଳ ଏଟିଏମ୍କୁ ଉଦଘାଟନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହି ଏଟିଏମରୁ ଜଣେ ହିତାଧିକାରୀ ନିଜ କାର୍ଡ ନମ୍ବର ମାରି ଥମ୍ବ ସ୍କାନ କରି ଚାଉଳ ନେଇପାରିବେ ।
Related Content
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
by
Proprietor Abhimanyu Maharana
October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ
by
Proprietor Abhimanyu Maharana
October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ
by
Proprietor Abhimanyu Maharana
October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା
by
Proprietor Abhimanyu Maharana
October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ
by
Proprietor Abhimanyu Maharana
October 14, 2026