ପ୍ରଥମ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ବଡ ମାଷ୍ଟେଙ୍କ ଶ୍ରାଦ୍ଧ ଦିବସ ପାଳିତ

ସଭା ଆରମ୍ଭରେ ଏକାଡେମୀ ଛାତ୍ରଛାତ୍ରୀଙ୍କ ତରଫରୁ ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ଚ଼ଳିତବର୍ଷର ଦଶମ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ଶ୍ରୀମାନ କୃତିବିଦ୍ୟ ମହାପାତ୍ରଙ୍କୁ ହରେକୃଷ୍ଣ ପଟ୍ଟନାୟକ ସ୍ମାରକୀ ପୁରଷ୍କାର ପ୍ରଦାନ କରାଯାଇଥିଲା । ଶେଷରେ ପୁତ୍ର ଅରୁଣ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ l
Related Content
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
by
Proprietor Abhimanyu Maharana
October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ
by
Proprietor Abhimanyu Maharana
October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ
by
Proprietor Abhimanyu Maharana
October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା
by
Proprietor Abhimanyu Maharana
October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ
by
Proprietor Abhimanyu Maharana
October 14, 2026