୦୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସ୍ବାସ୍ଥ୍ୟ ସେବା Task force meeting ଅନୁଷ୍ଠିତ ହୋଇଯାଇଅଛି । ପଦ୍ମ ଚରଣ ସାହୁ ( BDO)ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସୌଦାମିନୀ ପଣ୍ଡା ( CDPO) ଡାକ୍ତର ବନମାଳୀ ପଣ୍ଡା ଅତିରିକ୍ତ ଚିକିତ୍ସା ଅଧିକାରୀ ( ମ୍ୟାଲେରିଆ ) ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନଙ୍କ ଓ ସ୍ୱାସ୍ଥ୍ୟ ବିଭାଗର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ସଭା କାର୍ଯ୍ୟ ପରିଚାଳନା କରିଥିଲେ ।

